YouVersion Logo
Search Icon

ମାଥିଉ 24:12-13

ମାଥିଉ 24:12-13 IRVORY

ପୁଣି, ଅଧର୍ମ ବୃଦ୍ଧି ପାଇବାରୁ ଅଧିକାଂଶ ଲୋକଙ୍କର ପ୍ରେମ ଶୀତଳ ହୋଇଯିବ। ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।