ମାଥିଉ 24:7-8
ମାଥିଉ 24:7-8 IRVORY
କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ। କିନ୍ତୁ ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର।