YouVersion Logo
Search Icon

ମାଥିଉ 6:24

ମାଥିଉ 6:24 IRVORY

କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାର ନାହିଁ।