ମାର୍କ 1:10-11
ମାର୍କ 1:10-11 IRVORY
ଆଉ, ସେହିକ୍ଷଣି ସେ ଜଳରୁ ଉଠି ଆସିବା ସମୟରେ ଆକାଶ ଉନ୍ମୁକ୍ତ ହେବା ଓ ପବିତ୍ର ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଓହ୍ଲାଇ ଆସିବା ଦେଖିଲେ, ପୁଣି, ଆକାଶରୁ ଏହି ବାଣୀ ହେଲା, “ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।”