YouVersion Logo
Search Icon

ମାର୍କ 2:9

ମାର୍କ 2:9 IRVORY

କଅଣ ସହଜ? ପକ୍ଷାଘାତ ରୋଗୀକୁ ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, କିଅବା, ଉଠ, ତୁମ୍ଭର ଖଟିଆ ଘେନି ଚାଲ ବୋଲି କହିବା?