YouVersion Logo
Search Icon

ପ୍ରକାଶିତ 21:23-24

ପ୍ରକାଶିତ 21:23-24 IRVORY

ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ବରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ। ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି, ପୃଥିବୀର ରାଜାମାନେ ଆପଣା ଆପଣା ଐଶ୍ୱର୍ଯ୍ୟ ତାହା ମଧ୍ୟକୁ ଆଣିବେ।