ପ୍ରକାଶିତ 21:6
ପ୍ରକାଶିତ 21:6 IRVORY
ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି। ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ। ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୂଲ୍ୟରେ ପାନ କରିବାକୁ ଦେବୁ।