YouVersion Logo
Search Icon

ପ୍ରକାଶିତ 22:17

ପ୍ରକାଶିତ 22:17 IRVORY

ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି, ଯେ ଶୁଣେ, ସେ କହୁ, ଆସ। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ।