YouVersion Logo
Search Icon

ପ୍ରକାଶିତ 22:18-19

ପ୍ରକାଶିତ 22:18-19 IRVORY

ଯେଉଁମାନେ ଏହି ପୁସ୍ତକର ଭାବବାଣୀସବୁ ଶ୍ରବଣ କରନ୍ତି, ସେମାନଙ୍କର ପ୍ରତ୍ୟେକ ଜଣକୁ ମୁଁ ସାକ୍ଷ୍ୟ ଦେଇ କହୁଅଛି, କେହି ଯଦି ଏହିସବୁ ସଙ୍ଗରେ କିଛି ଯୋଗ କରେ, ତେବେ ଏହି ପୁସ୍ତକରେ ଲିଖିତ କ୍ଲେଶଗୁଡ଼ିକ ଈଶ୍ବର ତାହା ପ୍ରତି ଘଟାଇବେ; ପୁଣି, କେହି ଯଦି ଏହି ଭାବବାଣୀ ପୁସ୍ତକର କୌଣସି ବାକ୍ୟ ଲୋପ କରେ, ତେବେ ଈଶ୍ବର ଏହି ପୁସ୍ତକରେ ଲିଖିତ ଜୀବନ-ବୃକ୍ଷ ଓ ପବିତ୍ର ନଗରୀରେ ତାହାର ଅଂଶ ଲୋପ କରିବେ।