YouVersion Logo
Search Icon

ପ୍ରକାଶିତ 22:20-21

ପ୍ରକାଶିତ 22:20-21 IRVORY

ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି, ସେ କହନ୍ତି, “ସତ୍ୟ, ଆମ୍ଭେ ଶୀଘ୍ର ଆସୁଅଛୁ।” ଆମେନ୍‍, ହେ ପ୍ରଭୁ ଯୀଶୁ, ଆସନ୍ତୁ। ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍‍।