ଜଅନ୍ 17:20-21
ଜଅନ୍ 17:20-21 NTSAA20
“ମୁଇ ଅବ୍କା ଏ ସିସ୍ମନର୍ ଲାଗିସେ ପାର୍ତନା କରିନାଇ, ମାତର୍ ଏ ଲକ୍ମନ୍ ଜାନାଇବା କାତାଇଅନି ଜନ୍ ଲକ୍ମନ୍ ମକେ ବିସ୍ବାସ୍ କର୍ବାଇ, ସେ ଲକ୍ମନର୍ ପାଇ ମିସା ପାର୍ତନା କଲିନି । ଏ ବାବା ତମେ ଜେନ୍ତାରି ମର୍ଟାନେ ମିସି ଗଟେକ୍ ଅଇଆଚାସ୍, ଆରି ମୁଇ ତମର୍ଟାନେ ମିସିକରି ଗଟେକ୍ ଅଇଆଚି । ସେନ୍ତାରିସେ ସେମନ୍ ମିସା ସେମନର୍ ବିତ୍ରେ ମିସିକରି ଗଟେକ୍ ଅଇ ରଇବାକେ ମୁଇ ପାର୍ତନା କଲିନି । ଜେନ୍ତିକି ତମେସେ ମକେ ପାଟାଇ ଆଚାସ୍ ବଲି ଏ ଦୁନିଆ ବିସ୍ବାସ୍ କର ।