ଜଅନ୍ 21:15-17
ଜଅନ୍ 21:15-17 NTSAA20
ସେମନ୍ କାଇଲା ପଚେ ଜିସୁ ସିମନ୍ ପିତର୍କେ କଇଲା, “ଜଅନର୍ ପଅ ସିମନ୍, ତୁଇକାଇ ଏମନର୍ତେଇଅନି ମକେ ଅଦିକ୍ ଆଲାଦ୍ କଲୁସ୍ନି କି ?” ପିତର୍ କଇଲା, “ଉଁ ମାପ୍ରୁ ମୁଇ ଆଲାଦ୍ କଲିନି ବଲି ତୁଇ ଜାନିଆଚୁସ୍ ।” ଜିସୁ ତାକେ “ତୁଇ ମର୍ ମେଣ୍ଡାମନ୍କେ ନିମାନ୍ କରି ଜତନ୍ କର୍ ।” ବଲି କଇଲା । ତାର୍ ପଚେ ଜିସୁ ଆରି ତରେକ୍ ତାକେ ପାଚାର୍ଲା, “ଜଅନର୍ ପଅ ସିମନ୍, ତୁଇ କାଇ ମକେ ସତଇସେ ଆଲାଦ୍ କଲୁସ୍ନି କି ?” ପିତର୍ କଇଲା, “ଉଁ ମାପ୍ରୁ ମୁଇ ତକେ ଆଲାଦ୍ କଲିନି ବଲି ତୁଇ ଜାନିଆଚୁସ୍ ।” ତାର୍ ପଚେ ଜିସୁ କଇଲା, “ସେନ୍ତାର୍ଆଲେ ମର୍ ମେଣ୍ଡାମନର୍ ଜତନ୍ କର୍ ।” ଜିସୁ ଦୁଇତର୍ ପାଚାରି ସାରି ଆରିତରେକ୍ ପାଚାର୍ଲା, “ଏ ଜଅନର୍ ପଅ ସିମନ୍ ତୁଇ ମକେ ଆଲାଦ୍ କଲୁସ୍ନି କି ?” ଜିସୁ ତାକେ ତିନ୍ ତର୍ ଜାକ ଗଟେକ୍ କାତାସେ ପାଚାର୍ଲାଜେ ପିତର୍ ଦୁକ୍ ଅଇଗାଲା, ଆରି କଇଲା, “ଏ ମାପ୍ରୁ ! ମୁଇ ଆଲାଦ୍ କଲିନି ବଲି ତୁଇ ସବୁ ଜାନିଆଚୁସ୍ ।” ଜିସୁ ପିତର୍କେ କଇଲା, “ତୁଇ ମର୍ ମେଣ୍ଡାମନ୍କେ ନିମାନ୍ କରି କୁଆଉ ।