ଲୁକ୍ 17:15-16
ଲୁକ୍ 17:15-16 NTSAA20
ଏଦେ ଦେକା ! ସେମନର୍ ବିତ୍ରେଅନି ଗଟେକ୍ ଲକ୍ ନିଜର୍ ଗାଗଡ୍ ନିମାନ୍ ଅଇଲାଟା ଦେକି, ଜିସୁର୍ ଲଗେ ବାଉଡି ଆଇଲା । ଆରି ସେ ବେସି ଆଉଲି ଅଇ ପର୍ମେସରର୍ ଡାକ୍ପୁଟା କଲା । ସେ ପାଲାଇ ଆସି ଜିସୁର୍ ପାଦେ ଅଦର୍ଲା “ତମେ ମକେ ନିମାନ୍ କରିଆଚାସ୍” ବଲି ଦନିଅବାଦ୍ କଲା । ସେ ଜିଉଦି ଲକ୍ ନଏଁ । ସେ ସମିରଣିୟ ବଲି ଗଟେକ୍ ଜାଗାର୍ ଲକ୍ ।