ଲୁକ୍ 21:9-10
ଲୁକ୍ 21:9-10 NTSAA20
ଆରି କେବେ ତମେ ଜୁଇଦ୍ ଆରି କିରମାର ଅଇବାଟା ସୁନ୍ସା, ସେବେଲା ଡରା ନାଇ । କାଇକେ ବଇଲେ ଏ ସବୁ ଗଟ୍ନା ଆଗ୍ତୁ ଅଇସିସେ । ମାତର୍ ଏ ଦୁନିଆର୍ ସେସ୍ ଦିନ୍ ସେଦାପ୍ରେ ନ ଆସେ ।” ଆରି ଜିସୁ କଇଲା, “ଦେସ୍ ବିରୁଦେ ଦେସ୍ ଆରି ଜାତି ବିରୁଦେ ଜାତି ଉଟ୍ସି ।