ଲୁକ୍ 24:31-32
ଲୁକ୍ 24:31-32 NTSAA20
ସେ ବେଲାଇ ସେମନର୍ ଡାବିଅଇ ଜାଇରଇଲା ଆଁକି ପିଟିଗାଲାଜେ ତାକେ ଚିନି ପାର୍ଲାଇ । ମାତର୍ ସେ ଦାପ୍ରେ ଜିସୁ ସେମନର୍ତେଇଅନି ମାୟା ଅଇଗାଲା । ସେବେଲାଇ ସେମନ୍ ସେମନର୍ ବିତ୍ରେ କାତା ଅଇଲାଇ, “ଜେଡେବଲ୍ ସେ ଆମର୍ ସଙ୍ଗ୍ ବାଟେ କାତା ଅଇତେ ରଇଲା, ଆରି ପର୍ମେସରର୍ ସାସ୍ତରର୍ କାତା ବୁଜାଇ ଦେଇତେ ରଇଲା, ଆମର୍ ମନ୍ ବିତ୍ରେ ଉଡୁକ୍ ଦୁଡୁକ୍ ନ ଅଇତେ ରଇଲା କି ?”