ଲୁକ୍ 7:7-9
ଲୁକ୍ 7:7-9 NTSAA20
ଏଟାର୍ପାଇ ମୁଇ ତମର୍ଟାନେ ଆଇବାକେ ମନ୍ କରିନାଇ । ମାତର୍ ଗଟେକ୍ ପଦ୍ ଆଦେସ୍ କରା, ମର୍ ଗତିଦାଙ୍ଗ୍ଡା ନିକ ଅଇଜାଇସି । ମୁଇ ଗଟେକ୍ ଲକର୍ ତଲେ କାମ୍ କର୍ତେରଇଲେ ମିସା ମର୍ ତଲେ ସନିଅମନ୍ ଆଚତ୍ । ଆରି ମୁଇ ଗଟେକ୍ ଲକ୍କେ ଜା ବଲି କଇଲେ, ସେ ଜାଇସି । ବିନ୍ ଲକ୍କେ ଆଉ ବଇଲେ ସେ ଆଇସି । ମର୍ ଗତିଦାଙ୍ଗ୍ଡାକେ ଏଟା କର୍ ବଇଲେ, ସେ ସେଟା କର୍ସି ।” ଜିସୁ ତାର୍ ଏ ସବୁ ବିସଇ ସୁନି କାବା ଅଇଗାଲା, ଆରି ବୁଲିକରି ତାର୍ ପଚେ ଆଇତେରଇବା ଲକ୍ମନ୍କେ କଇଲା, “ମୁଇ ତମ୍କେ କଇଲିନି, ଇସ୍ରାଏଲ୍ ବିତ୍ରେ ମିସା ଏତେକ୍ ବଡ୍ ବିସ୍ବାସି ନ ମିଲତ୍ ।”