ମାତିଉ 10:32-33
ମାତିଉ 10:32-33 NTSAA20
“ଜେ ମକେ ସବୁର୍ ମୁଆଟେ ‘ମର୍ ଲକ୍’ ବଲି ନାମ୍ସି, ମୁଇ ମିସା ମର୍ ସରଗର୍ ବାବାର୍ ମୁଆଟେ ସେମନ୍କେ ‘ମର୍ ଲକ୍’ ବଲି କଇବି । ମାତର୍ ଜନ୍ ଲକ୍ ମକେ ସବୁର୍ ମୁଆଟେ ‘ତାକେ ନାଜାନି’ ବଲି କଇସି, ମୁଇ ମିସା ମର୍ ସରଗର୍ ବାବାର୍ ମୁଆଟେ ‘ତାକେ ନାଜାନି’ ବଲି କଇବି ।”