ମାତିଉ 2:12-13
ମାତିଉ 2:12-13 SAA25
ପଚେ ସେମନ୍ ଏରଦର୍ ଲଗେ ଆରିତରେକ୍ ନ ଜାଇକରି ବିନ୍ ବାଟେ ନିଜର୍ ଦେସେ ବାଉଡି ଗାଲାଇ । କାଇକେବଇଲେ ଏରଦର୍ ଟାନେ ଆରିତରେକ୍ ବାଉଡି ନ ଜିବାକେ ପର୍ମେସର୍ ସେମନ୍କେ ସପ୍ନେ ଆଦେସ୍ ଦେଇରଇଲା । ପଣ୍ଡିତ୍ମନ୍ ଗାଲାପଚେ, ପର୍ମେସରର୍ ଗଟେକ୍ ଦୁତ୍ ଜସେପ୍କେ ସପ୍ନେ ଦର୍ସନ୍ ଦେଇ କଇଲା, “ଉଟ୍, ପିଲାକେ ଆରି ତାକର୍ ଆୟାକେ ଦାରି ମିସର୍ ଦେସେ ଦାପ୍ରେ ଉଟିଜା । ଏରଦ୍ ପିଲାକେ ମରାଇବାକେ କଜିବୁଲ୍ସି । ମୁଇ ସେ ଜାଗା ଚାଡା ବଲି ନ କଇବା ଜାକ ତେଇସେ ରୁଆ ।”



![[From Heaven to the Hay in the Heart] Part 1 ମାତିଉ 2:12-13 Desiya Bible, 2025](/_next/image?url=https%3A%2F%2Fimageproxy.youversionapi.com%2Fhttps%3A%2F%2Fs3.amazonaws.com%2Fyvplans%2F29090%2F1440x810.jpg&w=3840&q=75)

