ପ୍ରେରିତ 15:8-9
ପ୍ରେରିତ 15:8-9 OERV
ପରମେଶ୍ୱର ସମସ୍ତଙ୍କ ଅନ୍ତରର ଭାବନା ଜାଣନ୍ତି। ସେ ସେହି ଅନ୍ୟ ଜାତୀୟମାନଙ୍କୁ ଗ୍ରହଣ କଲେ। ପରମେଶ୍ୱର ଆମ୍ଭକୁ ଯେପରି ପବିତ୍ରଆତ୍ମାଙ୍କୁ ଦାନ କରିଥିଲେ, ସେହିପରି ସେମାନଙ୍କୁ ମଧ୍ୟ ପବିତ୍ରଆତ୍ମା ଦାନ କରିଅଛନ୍ତି। ଏହା ଦ୍ୱାରା ପରମେଶ୍ୱର ଆମ୍ଭମାନଙ୍କର ଓ ସେମାନଙ୍କ ମଧ୍ୟରେ କୌଣସି ତଫାତ୍ ରଖିଲେ ନାହିଁ। ସେ ସେମାନଙ୍କର ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟକୁ ପବିତ୍ର କରିଲେ।