YouVersion Logo
Search Icon

ପ୍ରେରିତ 16:25-26

ପ୍ରେରିତ 16:25-26 OERV

ପାଉଲ ଓ ଶୀଲା ମଧ୍ୟରାତ୍ରି ବେଳେ ପରମେଶ୍ୱରଙ୍କୁ ପ୍ରାର୍ଥନା ଓ ସ୍ତୁତି ଗାନ କରୁଥିଲେ। ଅନ୍ୟ ବନ୍ଦୀମାନେ ତାହା ସବୁ ଶୁଣୁଥିଲେ। ହଠାତ୍ ଖୁବ୍ ଜୋ‌ର୍‌‌ରେ ଭୂମିକମ୍ପ ହେଲା। ଏହା ଦ୍ୱାରା କାରାଗାରର ମୂଳଦୁଆ ଟଳମଳ ହେଲା। ଦେଖୁ ଦେଖୁ ସବୁ ଦ୍ୱାର ଖୋଲିଗଲା ଓ ସମସ୍ତ ବନ୍ଦୀଙ୍କର ଶିକୁଳି ଖୋଲିଗଲା।