ଯାତ୍ରା ପୁସ୍ତକ 17:11-12
ଯାତ୍ରା ପୁସ୍ତକ 17:11-12 OERV
ଯେତେବେଳେ ମୋଶା ତାଙ୍କର ହସ୍ତ ଉପରକୁ କଲେ ସେତେବେଳେ ଇସ୍ରାଏଲୀୟ ବିଜୟ ହେଲେ ଓ ଯେତେବେଳେ ମୋଶା ତାଙ୍କର ହାତ ତଳକୁ ରଖିଲେ, ସେତେବେଳେ ଇସ୍ରାଏଲୀୟମାନେ ପରାସ୍ତ ହେଲେ।” କିଛି ସମୟ ପରେ, ଯେହେତୁ ମୋଶାଙ୍କର ହାତ କ୍ଳାନ୍ତ ହୋଇଗଲା ତେଣୁ ସେମାନେ ଏକ ବିରାଟ ପଥର ଖଣ୍ଡ ଆଣି ମୋଶାଙ୍କ ଆଗରେ ପକାଇଲେ ସେ ବସିବା ପାଇଁ। ଏହା ପରେ ହାରୋଣ ଓ ହୂର ମୋଶାଙ୍କର ହାତକୁ ଉପରକୁ ଟେକି ଧରିଲେ। ହାରୋଣ ଗୋଟିଏ ପାର୍ଶ୍ୱରେ ଓ ହୂର ଅନ୍ୟ ଏକ ପାର୍ଶ୍ୱରେ ରହିଲା। ସେମାନେ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ତାଙ୍କର ହାତକୁ ଏପରି ଉପରକୁ କରି ରଖିଲେ।