YouVersion Logo
Search Icon

ଯାତ୍ରା ପୁସ୍ତକ 17:6-7

ଯାତ୍ରା ପୁସ୍ତକ 17:6-7 OERV

ମୁଁ ତୁମ୍ଭ ସମ୍ମୁଖରେ ହୋରେବରେ ସେହି ଶୈଳ ଉପରେ ଠିଆ ହେବି। ସେହି ଶୈଳକୁ ଆଘାତ କଲେ ସେଥିରୁ ପାଣି ବାହାରି ଆସିବ ଏବଂ ଲୋକମାନେ ଜଳପାନ କରି ପାରିବେ।” ଇସ୍ରାଏଲର ପ୍ରାଚୀନବର୍ଗଙ୍କ ସମ୍ମୁଖରେ ମୋଶା ସେହିପରି କଲେ। ମୋଶା ସେହି ସ୍ଥାନର ନାମ ମଃସା ଏବଂ ମିରୀବା ରଖିଲେ (ପରୀକ୍ଷା ଓ ବିବାଦ)। କାରଣ ସେହି ସ୍ଥାନରେ ଲୋକମାନେ ସଦାପ୍ରଭୁଙ୍କର ପରୀକ୍ଷା କରିଥିଲେ ଓ ଯୁକ୍ତି କରିଥିଲେ, ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଅଛନ୍ତି କି ନା?