YouVersion Logo
Search Icon

ଆଦି ପୁସ୍ତକ 14:18-19

ଆଦି ପୁସ୍ତକ 14:18-19 OERV

ଶାଲମର ରାଜା ମ‌ଲ୍‌କୀଷେଦକ ଅବ୍ରାମଙ୍କୁ ସାକ୍ଷାତ କରିବା ପାଇଁ ଗଲେ। ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ। ମ‌ଲ୍‌କୀଷେଦକ ରୋଟୀ ଓ ଦ୍ରାକ୍ଷାରସ ଘେନି ଆସିଲେ। ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, “ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ।