ଆଦି ପୁସ୍ତକ 49:22-23
ଆଦି ପୁସ୍ତକ 49:22-23 OERV
“ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ। ସେ ନିର୍ଝର ଫଳଦାୟୀ ବୃକ୍ଷର ପଲ୍ଲବ ସ୍ୱରୂପ। ତା'ର ଶାଖା ସକଳ ପ୍ରାଚୀର ଉପରେ ଚଢ଼ିବ। ଧନୁର୍ଦ୍ଧରମାନେ ତାଙ୍କୁ ଅତିଶୟ କ୍ଳେଶ ଦେଇଛନ୍ତି। ପୁଣି ବାଣ ବିନ୍ଧି ତାକୁ ତାଡ଼ନା କରିଛନ୍ତି।