ଆଦି ପୁସ୍ତକ 50:21
ଆଦି ପୁସ୍ତକ 50:21 OERV
ତେଣୁ ଭୟ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ସନ୍ତାନମାନଙ୍କର ଯତ୍ନ ନେବି।” ଏହି ପ୍ରକାରରେ ଯୋଷେଫ ତାଙ୍କର ଭାଇମାନଙ୍କୁ ମଧୁର ବଚନରେ ତୋଷିଲେ। ଏହିପରି କଥାରେ ସେ ତାଙ୍କର ଭାଇମାନଙ୍କୁ ସାନ୍ତ୍ୱନା ଦେଲେ।