YouVersion Logo
Search Icon

ଯୋହନ 19:36-37

ଯୋହନ 19:36-37 OERV

ଏସବୁ ଘଟିଛି, ଅତଏବ ଧର୍ମଶାସ୍ତ୍ରରେ ଯାହା ଲେଖା ଅଛି, ତାହା ସତ୍ୟ ହେବ, “ତାହାଙ୍କର ଗୋଟିଏ ହାଡ ମଧ୍ୟ ଭାଙ୍ଗି ଯିବ ନାହିଁ।” ଅନ୍ୟ ସ୍ଥାନରେ ଧର୍ମଶାସ୍ତ୍ରରେ ଲେଖାଅଛି: “ସେମାନେ ଯାହାଙ୍କୁ ବର୍ଚ୍ଛା ଦ୍ୱାରା ଆଘାତ କଲେ, ତାହାଙ୍କୁ ଲୋକମାନେ ଦେଖିବେ।”