YouVersion Logo
Search Icon

ଲୂକ 5:12-13

ଲୂକ 5:12-13 OERV

ଥରେ ଯୀଶୁ ଗୋଟିଏ ନଗରରେ ଥିଲେ। ସେଠାରେ ଦେହସାରା କୁଷ୍ଠ ହୋଇ ଯାଇଥିବା ଲୋକଟିଏ ରହୁଥିଲା। ଯେତେବେଳେ ସେ ଯୀଶୁଙ୍କୁ ଦେଖିଲା, ତାହାଙ୍କୁ ପ୍ରଣାମ କରି ଅନୁରୋଧ କଲା, “ହେ ପ୍ରଭୁ! ମୋତେ ସୁସ୍ଥ କରିଦିଅ। ମୁଁ ଜାଣେ ଯେ ତୁମ୍ଭେ ଇଚ୍ଛା କଲେ ମୋତେ ସୁସ୍ଥ କରିଦେଇ ପାରିବ।” ଯୀଶୁ ହାତ ବଢ଼େଇ ସେହି ଲୋକଟିକୁ ଛୁଇଁ କରି କହିଲେ, “ମୁଁ ଇଚ୍ଛା କରୁଅଛି ତୁମ୍ଭେ ସୁସ୍ଥ ହୋଇ ଯାଅ।” ତ‌ତ୍‌କ୍ଷଣାତ୍ ତାହାଙ୍କଠାରୁ କୁଷ୍ଠରୋଗ ଦୂର ହୋଇଗଲା।