ଲୂକ 6:29-30
ଲୂକ 6:29-30 OERV
ଯେଉଁ ଲୋକ ତୁମ୍ଭର ଗୋଟିଏ ଗାଲରେ ଗ୍ଭପୁଡ଼ାଟିଏ ମାରିବ, ତାହାକୁ ଅନ୍ୟ ଗାଲଟି ବି ଦେଖାଇ ଦିଅ। ଯେଉଁ ଲୋକ ତୁମ୍ଭର ଜାମାଟି ନେଇଯାଉଛି ତାହାକୁ ତୁମ୍ଭର ଧୋତିବି ନେଇଯିବାକୁ ଦିଅ। ଯଦି କେହି ତୁମ୍ଭକୁ କିଛି ମାଗୁଛି, ତାହା ତାକୁ ଦେଇଦିଅ। ଯଦି କୌଣସି ଲୋକ ତୁମ୍ଭର କିଛି ନେଇ ଯାଏ, ତେବେ ତାହା ତାକୁ ଫେରେଇ ଦେବାକୁ କୁହ ନାହିଁ।