YouVersion Logo
Search Icon

ଲୂକ 7:7-9

ଲୂକ 7:7-9 OERV

କେବଳ ସେଇଥିପାଇଁ ମୁଁ ନିଜେ ଆପଣଙ୍କ ପାଖକୁ ଯିବାକୁ ନିଜକୁ ଯୋଗ୍ୟ ମନେ କରି ନ ଥିଲି। ଆପଣ କେବଳ ଆଦେଶ ଦିଅନ୍ତୁ ଓ ମୋର ଗ୍ଭକରଟି ଭଲ ହୋଇଯିବ। ମୁଁ ଆପଣଙ୍କର ଅଧିକାର ବିଷୟରେ ବୁଝି ପାରୁଛି। ମୁଁ ନିଜେ ଜଣେ ଅଧିକାରୀଙ୍କ ଅଧୀନରେ କାମ କରୁଛି ଏବଂ ମୋ’ ଅଧୀନରେ ମଧ୍ୟ କେତେକ ସୈନ୍ୟ ରହିଛନ୍ତି। ମୁଁ ଯଦି ଜଣେ ସୈନ୍ୟକୁ କହେ, ‘ଯାଅ’ ତେବେ ସେ ଗ୍ଭଲିଯାଏ। ମୁଁ ଯଦି ଆଉ ଜଣକୁ କହେ ଆସ ତେବେ ସେ ଗ୍ଭଲିଆସେ। ମୁଁ ଯଦି ମୋ’ ଗ୍ଭକରକୁ କୁହେ, ‘ଏହା କର’, ତେବେ ସେ ତାହା କରେ।” ଯୀଶୁ ଏହା ଶୁଣିସାରି ବଡ଼ ଆଶ୍ଚର୍ଯ୍ୟ ହୋଇଗଲେ। ସେ ତାହାଙ୍କୁ ଅନୁସରଣ କରୁଥିବା ଲୋକମାନଙ୍କ ଆଡ଼କୁ ବୁଲି ପଡ଼ି କହିଲେ”ମୁଁ ତୁମ୍ଭମାନଙ୍କୁ କହି ରଖୁଛି ଯେ ଏଭଳି ବିଶ୍ୱାସ ମୋତେ ଇସ୍ରାଏଲରେ ମଧ୍ୟ ମିଳି ନାହିଁ।”

Free Reading Plans and Devotionals related to ଲୂକ 7:7-9