YouVersion Logo
Search Icon

ମଲାଖି 3:11-12

ମଲାଖି 3:11-12 OERV

ଆମ୍ଭେ ତୁମ୍ଭର ଶସ୍ୟକୁ ନଷ୍ଟ କରିବା ପାଇଁ କୀଟ ପଠାଇବା ନାହିଁ। ତୁମ୍ଭମାନଙ୍କର ଦ୍ରାକ୍ଷାଲତାସବୁ ଫଳ ଧାରଣ କରିବ।” ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହିଥିଲେ। “ଅନ୍ୟ ଦେଶର ଲୋକମାନେ ତୁମ୍ଭମାନଙ୍କୁ ସୁଖୀ ବୋଲି କହିବେ। ତୁମ୍ଭର ଦେଶ ଉତ୍ତମ ଓ ମନୋହର ହେବ।” ଏହା ସର୍ବଶକ୍ତିମାନ୍ ସଦାପ୍ରଭୁ କହିଥିଲେ।

Video for ମଲାଖି 3:11-12