YouVersion Logo
Search Icon

ମଲାଖି 3:17-18

ମଲାଖି 3:17-18 OERV

ସଦାପ୍ରଭୁ କହିଲେ, “ସେମାନେ ଆମ୍ଭର ନିଜ ଲୋକ, ଯେଉଁ ଦିନ ମୁଁ କାର୍ଯ୍ୟ କରିବାକୁ ସ୍ଥିର କରିଥାଏ ନ୍ୟାୟ ଦେବା ପାଇଁ। ମୁଁ ମୋ’ ଅନ୍ୱେଷଣକାରୀମାନଙ୍କୁ ସ୍ନେହ କରିବି ଯେପରି ଜଣେ ବାପା ତା'ର ଆଜ୍ଞାଧୀନ ପୁତ୍ରକୁ ସ୍ନେହ କରେ। ତେଣୁ ତୁମ୍ଭେମାନେ ମୋ’ ନିକଟକୁ ଫେରି ଆସିବ ଏବଂ ତୁମ୍ଭେମାନେ ଉତ୍ତମ ବ୍ୟକ୍ତି ଓ ମନ୍ଦ ବ୍ୟକ୍ତି ମଧ୍ୟରେ ପ୍ରଭେଦ ଜାଣି ପାରିବ। ପରମେଶ୍ୱରଙ୍କ ଅନୁସରଣକାରୀ ଓ ପରମେଶ୍ୱରଙ୍କ ଅନୁସରଣ କରୁ ନ ଥିବା ବ୍ୟକ୍ତିମାନଙ୍କୁ ତୁମ୍ଭେମାନେ ବାରି ପାରିବ।

Video for ମଲାଖି 3:17-18