YouVersion Logo
Search Icon

ମାଥିଉ 11:4-5

ମାଥିଉ 11:4-5 OERV

ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ଯାହା ଦେଖୁଛ ଓ ଶୁଣୁଛ, ତାହା ଯୋହନଙ୍କୁ ଯାଇ କୁହ। ଅନ୍ଧ ତା'ର ଦୃଷ୍ଟିଶକ୍ତି ଫେରି ପାଆନ୍ତି। ଛୋଟାମାନେ ଗ୍ଭଲି ପାରନ୍ତି। କୁଷ୍ଠରୋଗୀ ସୁସ୍ଥ ହୋଇ ଯାଉଛନ୍ତି। ବଧିର ଶୁଣି ପାରୁଛି। ମଲାଲୋକ ବଞ୍ଚି ଉଠୁଛି। ଦୀନ-ଦୁଃଖୀ ଲୋକଙ୍କ ପାଇଁ ସୁସମାଗ୍ଭର ପ୍ରଗ୍ଭର କରାଯାଉଛି।

Video for ମାଥିଉ 11:4-5