YouVersion Logo
Search Icon

ମାଥିଉ 13:20-21

ମାଥିଉ 13:20-21 OERV

“ପଥୁରିଆ ଜାଗାରେ ବୁଣାଯାଇଥିବା ବୀଜର ଅର୍ଥ କ’ଣ? ବୀଜଟି ଠିକ୍ ସେହି ଲୋକପରି, ଯେ ସୁସମାଗ୍ଭର ଶୁଣେ ଏବଂ ଆନନ୍ଦର ସହିତ ତାହା ସଙ୍ଗେ ସଙ୍ଗେ ଗ୍ରହଣ କରିନିଏ। କିନ୍ତୁ ସେ ନିଜ ଭିତରେ ଶିକ୍ଷାକୁ ଦୃଢ଼ ହେବାକୁ ଦିଏ ନାହିଁ, କେବଳ କିଛି ସମୟ ପାଇଁ ସେ ଶିକ୍ଷାକୁ ଆପଣା ହୃଦୟରେ ରଖିଥାଏ। ଯେତେବେଳେ ସୁସମାଗ୍ଭର ଯୋଗୁଁ ସେ ଦୁଃଖକଷ୍ଟ ଓ ଯାତନା ପାଏ, ସେ ତିଷ୍ଠି ପାରେ ନାହିଁ, ସେ ଖୁବ୍ ଶୀଘ୍ର ସେଗୁଡ଼ିକୁ ଛାଡ଼ିଦିଏ।