YouVersion Logo
Search Icon

ମାଥିଉ 14:16-17

ମାଥିଉ 14:16-17 OERV

କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ସେମାନଙ୍କର ଯିବା ଦରକାର ନାହିଁ, ତୁମ୍ଭେ ସେମାନଙ୍କୁ କିଛି ଖାଇବାକୁ ଦିଅ।” ଶିଷ୍ୟମାନେ କହିଲେ, “ଆମ୍ଭ ପାଖରେ ଏଠାରେ ମାତ୍ର ପାଞ୍ଚଖଣ୍ଡ ରୋଟୀ ଓ ଦୁଇଟି ମାଛ ଅଛି।”