YouVersion Logo
Search Icon

ମାଥିଉ 14:18-19

ମାଥିଉ 14:18-19 OERV

ଯୀଶୁ କହିଲେ, “ସେଗୁଡ଼ିକୁ ମୋ’ ପାଖକୁ ଆଣ।” ଯୀଶୁ ସେଠାରେ ଜମା ହୋଇଥିବା ଲୋକମାନଙ୍କୁ ଘାସ ଉପରେ ବସିଯିବା ପାଇଁ କହିଲେ। ତା'ପରେ ସେ ପାଞ୍ଚଖଣ୍ଡ ରୋଟୀ ଓ ଦୁଇଟି ଯାକ ମାଛ ଧରି ଆକାଶକୁ ଗ୍ଭହିଁଲେ ଓ ଖାଦ୍ୟ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ରୋଟୀକୁ ଖଣ୍ଡ ଖଣ୍ଡ କରି ଶିଷ୍ୟମାନଙ୍କ ହାତକୁ ଦେଲେ। ଶିଷ୍ୟମାନେ ଲୋକଙ୍କୁ ସେଥିରୁ ବାଣ୍ଟିଲେ।