YouVersion Logo
Search Icon

ମାଥିଉ 14:30-31

ମାଥିଉ 14:30-31 OERV

ପିତର ଯୀଶୁଙ୍କ ଆଡ଼କୁ ପାଣି ଉପରେ ଗ୍ଭଲିକରି ଯାଉଥିବା ସମୟରେ ଜୋ‌ର୍‌‌ରେ ପବନ ବହୁଥିଲା, ଢେଉ ଉଠୁଥିଲା। ଏହା ଦେଖି ପିତର ଭୟ କଲେ। ସେ ବୁଡ଼ି ଯିବାକୁ ଲାଗିଲେ। ସେ ପାଟି କରି ଡାକିଲେ, “ପ୍ରଭୁ, ମୋତେ ରକ୍ଷା କର।” ଯୀଶୁ ସଙ୍ଗେ ସଙ୍ଗେ ତାହାଙ୍କ ପାଖରେ ପହଞ୍ଚି ତାହାଙ୍କୁ ଧରି ପକାଇଲେ। ସେ ପିତରଙ୍କୁ କହିଲେ, “ତୁମ୍ଭର ବିଶ୍ୱାସ ଅଳ୍ପ। ତୁମ୍ଭେ କାହିଁକି ସନ୍ଦେହ କଲ?”