YouVersion Logo
Search Icon

ମାଥିଉ 17:17-18

ମାଥିଉ 17:17-18 OERV

ଯୀଶୁ କହିଲେ, “ତୁମ୍ଭମାନଙ୍କର ବିଶ୍ୱାସ ନାହିଁ। ତୁମ୍ଭେମାନେ ମନ୍ଦ ଜୀବନ କାଟୁଛ। ମୁଁ ଆଉ କେତେଦିନ ତୁମ୍ଭମାନଙ୍କ ସହିତ ରହିବି? କେତେ ସମୟ ପର୍ଯ୍ୟନ୍ତ ମୋର ଧୈର୍ଯ୍ୟ ରହିବ? ସେ ପିଲାଟିକୁ ମୋ’ ପାଖକୁ ଆଣ।” ତା'ପରେ ଯୀଶୁ ପିଲାଟିର ଦେହ ଭିତରେ ରହିଥିବା ଭୂତଟିକୁ କଠୋର ଆଦେଶ ଦେଲେ। ଭୂତଟି ତା’ ଦେହରୁ ବାହାରି ଆସିଲା, ସେହି ମୁହୂର୍ତ୍ତରେ ପିଲାଟି ସୁସ୍ଥ ହୋଇଗଲା।