YouVersion Logo
Search Icon

ମାଥିଉ 2:12-13

ମାଥିଉ 2:12-13 OERV

କିନ୍ତୁ ପରମେଶ୍ୱର ସେମାନଙ୍କୁ ହେରୋଦଙ୍କ ପାଖକୁ ଫେରି ନ ଯିବାକୁ ସ୍ୱପ୍ନରେ ସାବଧାନ କରାଇ ଦେଲେ। ତେଣୁ ସେମାନେ ଅନ୍ୟ ଏକ ପଥ ଦେଇ ନିଜ ଦେଶକୁ ଫେରିଗଲେ। ପଣ୍ଡିତମାନେ ଗ୍ଭଲିଯିବାପରେ ପରମେଶ୍ୱରଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁଟିକୁ ଓ ତା’ ମାଙ୍କୁ ନେଇ ମିଶର ଦେଶକୁ ପଳାଅ ଏବଂ ମୁଁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ। କାରଣ ହେରୋଦ ତାହାକୁ ମାରିଦେବା ପାଇଁ ଗ୍ଭହୁଁଥିବାରୁ ତାହାଙ୍କୁ ଖୋଜିବ।”

Video for ମାଥିଉ 2:12-13