YouVersion Logo
Search Icon

ମାଥିଉ 20:26-28

ମାଥିଉ 20:26-28 OERV

କିନ୍ତୁ ତୁମ୍ଭମାନଙ୍କ କ୍ଷେତ୍ରରେ ସେହିଭଳି ହେବ ନାହିଁ। ତୁମ୍ଭ ଭିତରୁ ଯଦି କେହି ବଡ଼ ହେବାକୁ ଇଚ୍ଛା କରୁଛି, ତେବେ ସେ ଜଣେ ସେବକ ଭଳି ତୁମ୍ଭମାନଙ୍କର ସେବା କରିବ। ଯଦି ତୁମ୍ଭ ଭିତରୁ କେହି ପ୍ରଥମ ସ୍ଥାନ ପାଇବାକୁ ଇଚ୍ଛା କରୁଛି, ତେବେ ତାକୁ ଜଣେ କ୍ରୀତଦାସ ଭଳି ତୁମ୍ଭମାନଙ୍କର ସେବା କରିବାକୁ ହେବ। ମନୁଷ୍ୟପୁତ୍ରଙ୍କ କ୍ଷେତ୍ରରେ ତାହା ଏକା ଭଳି। ମନୁଷ୍ୟପୁତ୍ର ଅନ୍ୟମାନଙ୍କଠାରୁ ସେବା ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସେବା କରିବା ପାଇଁ ଆସିଅଛନ୍ତି। ମନୁଷ୍ୟପୁତ୍ର ଅନେକ ଲୋକଙ୍କ ମୁକ୍ତିର ମୂଲ୍ୟଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।”

Video for ମାଥିଉ 20:26-28