YouVersion Logo
Search Icon

ମାଥିଉ 5:11-12

ମାଥିଉ 5:11-12 OERV

“ତୁମ୍ଭେମାନେ ମୋର ଅନୁଗାମୀ ହୋଇଥିବା ଯୋଗୁଁ ଲୋକେ ତୁମ୍ଭମାନଙ୍କୁ ଅପମାନ ଦେବେ, ତୁମ୍ଭମାନଙ୍କୁ ଯାତନା ଦେବେ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ମିଛରେ ନାନା କଥା କହିବେ। କିନ୍ତୁ ତୁମ୍ଭେମାନେ ଧନ୍ୟ। ତେଣୁ ଖୁସୀ ହୋଇ ଆନନ୍ଦ କର। କାରଣ ସ୍ୱର୍ଗରେ ତୁମ୍ଭେମାନେ ଏକ ମହତ୍ ପୁରସ୍କାର ପାଇବ। ତୁମ୍ଭର ପୂର୍ବବର୍ତ୍ତୀ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କୁ ମଧ୍ୟ ଲୋକମାନେ ଏହିଭଳି ଯାତନା ଦେଇଥିଲେ।

Video for ମାଥିଉ 5:11-12