YouVersion Logo
Search Icon

ମାଥିଉ 9:37-38

ମାଥିଉ 9:37-38 OERV

ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଫସଲ (ଲୋକ) ବହୁତ। କିନ୍ତୁ ମୂଲିଆ (ସେବକ) କମ୍ ଅଛନ୍ତି। ଫସଲ ଅମଳ (ଉଦ୍ଧାର) କରିବା ପାଇଁ ଅଧିକ ମୂଲିଆ ପଠାଇବାକୁ ଫସଲର ମାଲିକ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର।”

Video for ମାଥିଉ 9:37-38