YouVersion Logo
Search Icon

ମାର୍କ 10:6-8

ମାର୍କ 10:6-8 OERV

କିନ୍ତୁ ପରମେଶ୍ୱର ଯେତେବେଳେ ଜଗତ ସୃଷ୍ଟି କଲେ, ‘ସେ ଲୋକଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।’ “ଏଣୁ ଜଣେ ପୁରୁଷ ନିଜ ବାପା-ମାଙ୍କୁ ଛାଡ଼ି ନିଜ ସ୍ତ୍ରୀ ସହିତ ମିଳିତ ହେବ ଏବଂ ସେମାନେ ଏକ ହୋଇଯିବେ।’ ତେଣୁ ସେମାନେ ଦୁଇଜଣ ନୁହନ୍ତି ବରଂ ଏକ।