ମାର୍କ 3:28-29
ମାର୍କ 3:28-29 OERV
“ମୁଁ ତୁମ୍ଭକୁ ସତ୍ୟ କହୁଛି, ଲୋକେ ଯେଉଁସବୁ ପାପ କରୁଛନ୍ତି, ସେଗୁଡ଼ିକୁ କ୍ଷମା କରି ଦିଆ ଯାଇ ପାରିବ। ଲୋକେ ପରମେଶ୍ୱରଙ୍କ ବିରୁଦ୍ଧରେ ଯେତେସବୁ ଖରାପ କଥା କହୁଛନ୍ତି, ସେସବୁକୁ ମଧ୍ୟ କ୍ଷମା କରି ଦିଆଯାଇ ପାରିବ। କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ ଯେଉଁ ଲୋକ କିଛି କହିବ, ତାହାକୁ କେବେ ହେଲେ କ୍ଷମା ମିଳିବ ନାହିଁ। ସେ ସବୁବେଳେ ସେହି ପାପର ଦୋଷୀ ହେବ।”