YouVersion Logo
Search Icon

ମାର୍କ 7:21-23

ମାର୍କ 7:21-23 OERV

ମନୁଷ୍ୟ ଭିତରେ, ତା'ର ମନରେ, ଏହିସବୁ ଖରାପ ଜିନିଷ ଜନ୍ମ ଦିଏ, ମନ୍ଦ ବିଗ୍ଭର, ଯୌନଗତ ପାପ, ଗ୍ଭେରି, ହତ୍ୟା। ବ୍ୟଭିଗ୍ଭର, ଲାଳସା ବା ଲୋଭ, ଦୁଷ୍ଟାତ୍ମା, ମନ୍ଦକାମ କରିବା, ପ୍ରବଞ୍ଚନା, ଈର୍ଷା, ଚୁଗୁଲି, ଅହଙ୍କାର ଏବଂ ମୂର୍ଖତା। ଏହିସବୁ ଖରାପ ଜିନିଷ ମନୁଷ୍ୟର ଭିତରୁ ବାହାରକୁ ଆସିଥାଏ। ଏଗୁଡ଼ିକ ମନୁଷ୍ୟକୁ ଅଶୁଦ୍ଧ କରିପକାଏ।”