YouVersion Logo
Search Icon

ମାର୍କ 8:37-38

ମାର୍କ 8:37-38 OERV

କାରଣ କୌଣସି ଲୋକ ଯେତେ ଅର୍ଥ ଦେଲେ ମଧ୍ୟ ତା ବଦଳରେ ନିଜ ଜୀବନ ପୁଣି ଥରେ ଫେରି ପାଇ ପାରିବ ନାହିଁ। ଏହି ଯୁଗର ଲୋକେ ବର୍ତ୍ତମାନ ପାପ ଓ ବ୍ୟଭିଗ୍ଭରର ଖରାପ ସମୟରେ ବାସ କରୁଛନ୍ତି। ଯଦି କେହି ଲୋକ ମୋ’ ନାମ ଓ ମୋ’ ଉପଦେଶ ଯୋଗୁଁ ଲଜ୍ଜା ବୋଧ କରେ ତେବେ ମନୁଷ୍ୟପୁତ୍ର ଯେତେବେଳେ ସ୍ୱର୍ଗ ଦୂତମାନଙ୍କ ସହିତ ନିଜ ପରମପିତାଙ୍କ ମହିମା ସହିତ ଆସିବେ, ସେତେବେଳେ ସେ ମଧ୍ୟ ସେହି ଲୋକ ଯୋଗୁଁ ଲଜ୍ଜା ବୋଧ କରିବେ।”