1
ଆଦି ପୁସ୍ତକ 7:1
ପବିତ୍ର ବାଇବଲ (Re-edited) - (BSI)
ଅନନ୍ତର ସଦାପ୍ରଭୁ ନୋହଙ୍କୁ କହିଲେ, ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।
Compare
Explore ଆଦି ପୁସ୍ତକ 7:1
2
ଆଦି ପୁସ୍ତକ 7:24
ଏହିରୂପେ ପୃଥିବୀ ଏକଶହ ପଚାଶ ଦିନ ପର୍ଯ୍ୟନ୍ତ ଜଳରେ ବୁଡ଼ି ରହିଲା।
Explore ଆଦି ପୁସ୍ତକ 7:24
3
ଆଦି ପୁସ୍ତକ 7:11
ନୋହଙ୍କର ବୟସର ଛଅଶହ ବର୍ଷ ଦ୍ଵିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି ଆକାଶସ୍ଥ ଦ୍ଵାର ସବୁ ମୁକ୍ତ ହେଲା।
Explore ଆଦି ପୁସ୍ତକ 7:11
4
ଆଦି ପୁସ୍ତକ 7:23
ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।
Explore ଆଦି ପୁସ୍ତକ 7:23
5
ଆଦି ପୁସ୍ତକ 7:12
ତହିଁରେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି ହେଲା।
Explore ଆଦି ପୁସ୍ତକ 7:12
বাড়ি
বাইবেল
পরিকল্পনাগুলো
ভিডিও