1
ଆଦି ପୁସ୍ତକ 13:15
ପବିତ୍ର ବାଇବଲ
ଯେଉଁ ସମସ୍ତ ଭୂମି ତୁମ୍ଭ ସମ୍ମୁଖରେ ତୁମ୍ଭେ ଚିରଦିନ ଦେଖୁଛ, ମୁଁ ତାହା ତୁମ୍ଭଙ୍କୁ ଓ ତୁମ୍ଭର ବଂଶଧରଙ୍କୁ ଦେବି।
Compare
Explore ଆଦି ପୁସ୍ତକ 13:15
2
ଆଦି ପୁସ୍ତକ 13:14
ଲୋଟ ଗଲାପରେ, ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ଚତୁର୍ପାର୍ଶ୍ୱକୁ ଦେଖ, ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ଦେଖ।
Explore ଆଦି ପୁସ୍ତକ 13:14
3
ଆଦି ପୁସ୍ତକ 13:16
ପୃଥିବୀରେ ଧୂଳିପରି ମୁଁ ତୁମ୍ଭର ବଂଶ ବୃଦ୍ଧି କରାଇବି। ଯଦି କେହି ପୃଥିବୀର ଧୂଳି ଗଣିପାରେ ତେବେ ସେ ତୁମ୍ଭର ବଂଶର ଲୋକମାନଙ୍କୁ ଗଣି ପାରିବ।
Explore ଆଦି ପୁସ୍ତକ 13:16
4
ଆଦି ପୁସ୍ତକ 13:8
ତେଣୁ ଅବ୍ରାମ ଲୋଟଙ୍କୁ କହିଲେ, “ତୁମ୍ଭ ଆମ୍ଭ ମଧ୍ୟରେ କଳହ ହେବା ଉଚିତ୍ ନୁହେଁ। ତୁମ୍ଭର ଲୋକ ଓ ମୋ’ ଲୋକ ମଧ୍ୟରେ କଳହ ହେବା ଠିକ୍ ନୁହେଁ କାରଣ ଆମ୍ଭେମାନେ ପରସ୍ପର ଭାଇ।
Explore ଆଦି ପୁସ୍ତକ 13:8
5
ଆଦି ପୁସ୍ତକ 13:18
ତେଣୁ ଅବ୍ରାମ ତାଙ୍କର ତମ୍ବୁକୁ ସ୍ଥାନାନ୍ତର କଲେ। ସେ ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନବୃକ୍ଷମୂଳକୁ ଯାଇ ସେଠାରେ ବାସ କଲେ। ସେହି ସ୍ଥାନରେ ଅବ୍ରାମ ସଦାପ୍ରଭୁଙ୍କର ଉପାସନା ପାଇଁ, ଗୋଟିଏ ଯଜ୍ଞବେଦି ସ୍ଥାପନ କଲେ।
Explore ଆଦି ପୁସ୍ତକ 13:18
6
ଆଦି ପୁସ୍ତକ 13:10
ଲୋଟ ଯର୍ଦ୍ଦନ ନଦୀର ଉପତ୍ୟକା ଆଡ଼େ ନିରୀକ୍ଷଣ କଲେ। ଲୋଟ ଦେଖିଲେ ସେଠାରେ ବହୁତ ଜଳ ଥିଲା। ସଦାପ୍ରଭୁ ସଦୋମ ଓ ହମୋରାକୁ ଧ୍ୱଂସ କରିବା ପୂର୍ବରୁ ଏହା ଥିଲା। ସେହି ସମୟରେ ଯର୍ଦ୍ଦନ ଉପତ୍ୟକା ସୋୟର ପର୍ଯ୍ୟନ୍ତ ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନପରି ସଜଳ ଓ ମିଶର ଦେଶ ତୁଲ୍ୟ ଥିଲା।
Explore ଆଦି ପୁସ୍ତକ 13:10
বাড়ি
বাইবেল
পরিকল্পনাগুলো
ভিডিও