YouVersion-logo
BibelLæseplanerVideoer
Download appen
Sprogvælger
Søgeikon

Populære bibelvers fra ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:1

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:1

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:24

ଓଡିଆ ବାଇବେଲ

ORYIRV

ଏହିରୂପେ ପୃଥିବୀ ଏକଶହ ପଚାଶ ଦିନ ପର୍ଯ୍ୟନ୍ତ ଜଳରେ ବୁଡ଼ି ରହିଲା।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:24

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:11

ଓଡିଆ ବାଇବେଲ

ORYIRV

ନୋହଙ୍କର ବୟସର ଛଅଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:11

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:23

ଓଡିଆ ବାଇବେଲ

ORYIRV

ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍‍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:23

5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:12

ଓଡିଆ ବାଇବେଲ

ORYIRV

ତହିଁରେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି ହେଲା।

Sammenlign

Udforsk ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:12

Forrige Kapitel
Næste Kapitel
YouVersion

Opmuntrer og udfordrer dig til at søge intimitet med Gud hver dag.

Tjeneste

Om

Karrierer

Bliv frivillig

Blog

Presse

Nyttige links

Hjælp

Donér

Bibeloversættelser

Lydbibler

Bibelsprog

Dagens vers


Et digitalt ministerium af

Life.Church
English (US)

©2026 Life.Church / YouVersion

PrivatlivspolitikBetingelser
Procedure for offentliggørelse af sikkerhedssårbarheder
FacebookTwitterInstagramYouTubePinterest

Hjem

Bibel

Læseplaner

Videoer