Λογότυπο YouVersion
Εικονίδιο αναζήτησης

ଆଦି ପୁସ୍ତକ 1:26-27

Verse Images for ଆଦି ପୁସ୍ତକ 1:26-27

ଆଦି ପୁସ୍ତକ 1:26-27 - ଏଥିଉତ୍ତାରୁ ପରମେଶ୍ଵର କହିଲେ, ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟର ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ଵ କରିବେ।
ଅନନ୍ତର ପରମେଶ୍ଵର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ଵରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।

Δωρεάν σχέδια μελέτης και πνευματικά αναγνώσματα σχετικά με ଆଦି ପୁସ୍ତକ 1:26-27

Η YouVersion χρησιμοποιεί cookies για να εξατομικεύσει την εμπειρία σας. Χρησιμοποιώντας τον ιστότοπό μας, αποδέχεστε τη χρήση των cookies όπως περιγράφεται στην πολιτική απορρήτου