1
ମାଥିଉ 11:28
ପବିତ୍ର ବାଇବଲ
“ହେ କ୍ଳାନ୍ତ-ଶ୍ରାନ୍ତ ଓ ଚିନ୍ତାରେ ଭାରଗ୍ରସ୍ତ ଥିବା ଲୋକମାନେ! ମୋ’ ନିକଟକୁ ଆସ। ମୁଁ ତୁମ୍ଭକୁ ବିଶ୍ରାମ ଦେବି।
Compare
Explore ମାଥିଉ 11:28
2
ମାଥିଉ 11:29
ମୋର କାର୍ଯ୍ୟଭାର ତୁମ୍ଭେ ଗ୍ରହଣ କର। ମୋ'ଠାରୁ ଶିଖ। କାରଣ ମୁଁ ଆତ୍ମାରେ ସରଳ ଓ ନମ୍ର ତେଣୁ ତୁମ୍ଭେ ନିଜ ଆତ୍ମାରେ ବିଶ୍ରାମ ପାଇବ।
Explore ମାଥିଉ 11:29
3
ମାଥିଉ 11:30
ଯେଉଁ କାର୍ଯ୍ୟ ମୁଁ ତୁମ୍ଭକୁ ଗ୍ରହଣ କରିବାକୁ କହୁଛି, ତାହା ସହଜ। ଏବଂ ଯେଉଁ ବୋଝ ତୁମ୍ଭ ଉପରେ ରଖୁଛି, ତାହା ହାଲୁକା।”
Explore ମାଥିଉ 11:30
4
ମାଥିଉ 11:27
“ମୋର ପରମପିତା ମୋତେ ସବୁକିଛ ଦେଇଛନ୍ତି। ପରମପିତାଙ୍କ ଛଡ଼ା ପୁତ୍ରଙ୍କୁ ଅନ୍ୟକେହି ଜାଣି ନାହାନ୍ତି। ପୁତ୍ରଙ୍କ ଛଡ଼ା କେହି ପରମପିତାଙ୍କୁ ପ୍ରକୃତରେ ଜାଣି ନାହାନ୍ତି। ଆଉ ପୁତ୍ର ଯେଉଁମାନଙ୍କୁ ମନୋନୀତ କରିବେ, ସେହିମାନେ କେବଳ ପରମପିତାଙ୍କ ନିକଟରେ ପ୍ରକାଶିତ ହେବେ।
Explore ମାଥିଉ 11:27
5
ମାଥିଉ 11:4-5
ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ଯାହା ଦେଖୁଛ ଓ ଶୁଣୁଛ, ତାହା ଯୋହନଙ୍କୁ ଯାଇ କୁହ। ଅନ୍ଧ ତା'ର ଦୃଷ୍ଟିଶକ୍ତି ଫେରି ପାଆନ୍ତି। ଛୋଟାମାନେ ଗ୍ଭଲି ପାରନ୍ତି। କୁଷ୍ଠରୋଗୀ ସୁସ୍ଥ ହୋଇ ଯାଉଛନ୍ତି। ବଧିର ଶୁଣି ପାରୁଛି। ମଲାଲୋକ ବଞ୍ଚି ଉଠୁଛି। ଦୀନ-ଦୁଃଖୀ ଲୋକଙ୍କ ପାଇଁ ସୁସମାଗ୍ଭର ପ୍ରଗ୍ଭର କରାଯାଉଛି।
Explore ମାଥିଉ 11:4-5
6
ମାଥିଉ 11:15
ଯେଉଁମାନେ ମୋ’ କଥା ଶୁଣୁଛ, ଶୁଣ।
Explore ମାଥିଉ 11:15
Home
Bible
Plans
Videos